ସୁପ୍ରିମକୋର୍ଟ କଲେଜିଅମର ସୁପାରିଶ, ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ସୁପ୍ରିମକୋର୍ଟ କଲେଜିଅମ ପକ୍ଷରୁ ଓଡିଶା ହାଇକୋର୍ଟର ବିଚାରପତି ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିଶ କରାଯାଇଛି। ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୟ କୁମାର ମିଶ୍ରଙ୍କ ସ୍ଥାନରେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙକୁ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିଅମ ସୁପାରିଶ କରିଛି। ଜଷ୍ଟିସ ସଞ୍ଜୟ କୁମାର ମିଶ୍ର ଆଜି ଅବସର ଗ୍ରହଣ କରିଛନ୍ତି।

Leave A Reply

Your email address will not be published.