ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କେ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର ହୋଇଛି ମୃତଦେହ । ମୃତ ଯୁବକ ଜଣକ ହେଲେ ରାମପୁରର ବଳରାମ ଗୌଡ଼  । ପାରିପାର୍ଶ୍ବିକ ସ୍ଥିତିରୁ ବେକ କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତଦେହ ନିକଟରେ ଏକ ବୁଲେଟ ପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.