ହାଇଦ୍ରାବାଦରେ ଭୟାବହ ଅଗ୍ନିକାଣ୍ଡ,୧୭ ଜୀବନ୍ତ ଦଗ୍ଧ । ଚାରମିନାର ନିକଟ ଗୁଲଜାର ହାଉସରେ ଭୟଙ୍କର ଅଗ୍ନିକାଣ୍ଡ । ଅନ୍ୟ ୬ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।