ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର

ବ୍ରହ୍ମପୁର : ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର । ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ଚାନ୍ଦପୁର ପଂଚାୟତ ର ବାତରଡ଼ାପଲ୍ଲୀରେ ଘଟିଛି ଘଟଣା । ଛେଳି ଚରାଇବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଛି । ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଶିବ ପାଇକ ।

057 code kasam
Leave A Reply

Your email address will not be published.