୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ, ୭ ମାଉଜର ଓ ୬ ମାଗାଜିନ ଜବତ

ବ୍ରହ୍ମପୁର : ବ୍ରହ୍ମପୁର ବୈଦ୍ୟନାଥପୁର ଓ ଗୋଷାଣି ନୂଆଗାଁ ପୋଲିସର ଚଢ଼ାଉ । ୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ । ସେମାନଙ୍କ ନିକଟରୁ ୭ମାଉଜର, ୬ ମାଗାଜିନ, ୩୪ ଗୁଳି, ନଗଦ ୧ଲକ୍ଷ ୧୧ ହଜାର ଟଙ୍କା ଜବତ ହୋଇଛି । ବଡ଼ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିବା ଜଣାପଡିଛି । ଗିରଫ ଅପରାଧୀଙ୍କ ବିରୋଧରେ ବହୁ ଅପରାଧିକ ମାମଲା ରହିଛି । ଅପରାଧୀଙ୍କ ଭିତରେ ଜଣେ ଏଟିଏମ୍ କାର୍ଡ ଚୋର ଥିବା ବେଳେ ତାଠାରୁ ୨୨ଟି ଏଟିଏମ୍ କାର୍ଡ ଜବତ ହୋଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସପି ।

057 code kasam
Leave A Reply

Your email address will not be published.