ନବରଙ୍ଗପୁରରେ ଅଭାବନୀୟ ଘଟଣା, ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣଙ୍କ ମୃତ୍ୟୁ By Odisha Samachar Last updated Jun 3, 2025 86 0 ନବରଙ୍ଗପୁର : ଶ୍ବାସରୁଦ୍ଧ ହୋଇ ୪ ମୃତ । ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣଙ୍କ ଜୀବନ ଯାଇଛି । ନବରଙ୍ଗପୁର ଜିଲ୍ଲା ପଡ଼ଲଗୁଡ଼ାରେ ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ୩ ଓ ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । 0 86 Share