ବିସିସିଆଇ ବଡ ଘୋଷଣା ଟିମ୍ ଇଣ୍ଡିଆକୁ ୫ କୋଟିର ବୋନସ

ନୂଆଦିଲ୍ଲୀ(ଓଡିଶା ସମାଚାର ନ୍ୟୁଜ):ବ୍ରିସବେନରେ ଅନୁଷ୍ଠିତ ୪ର୍ଥ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବିସିସିଆଇ ୫ କୋଟି ଟଙ୍କାର ବୋନସ୍ ଘୋଷଣା କରିଛି । ବିସିସିଆଇ ସମ୍ପାଦକ ଜୟ ଶାହ ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି । ମଙ୍ଗଳବାର ବ୍ରିସବେନ୍ ଟେଷ୍ଟରେ ଦଳ ବିଜୟ ହେବା ସହିତ ଅଷ୍ଟ୍ରେଲିଆ ବିପକ୍ଷରେ ୨-୧ରେ ସିରିଜ୍ କବଜା କରିଛି ।ରିଷଭ ପନ୍ତଙ୍କ ଧୂଆଁଧାର ଇଂନିସ ବଳରେ ଭାରତ ଏହି ସଫଳତା ହାସଲ କରିପାରିଛି । ଦୀର୍ଘ ୩୩ ବର୍ଷ ପରେ ଅଷ୍ଟ୍ରେଲିଆ ବ୍ରିସବେନରେ ପରାଜୟ ବରଣ କରିଛି ।

gpkandhamal

Umasankar Adv
Leave A Reply

Your email address will not be published.