ଲକ୍ଷ୍ମୀଙ୍କ ବାରରେ ସର୍ବୋଚ୍ଚ ସ୍ତରରେ ସେନସେକ୍ସ-ନିଫ୍ଟି

ମୁମ୍ବାଇ(ଓଡିଶା ସମାଚାର ନ୍ୟୁଜ: ଦୀର୍ଘ ମାସ ଧରି ଧିମେଇ ଯାଇଥିବା ଅର୍ଥନୀତିକୁ ମିଳିଛି ନୂଆ ଜୀବନ। ଯାହାକି ସେୟାର ବଜାରରେ ଇତିହାସ। ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଜୋ ବାଇଡେନ ଶପଥ ଗ୍ରହଣ କରିବା ପରେ ଘରୋଇ ଷ୍ଟକ୍ ମାର୍କେଟରେ ଉତ୍ସାହ ଦେଖିବାକୁ ମିଳିଥିଲା।

Umasankar Adv
gpkandhamal

ଗୁରୁବାର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି ସେୟାର ବଜାର। ସେନସେକ୍ସ ପ୍ରଥମ ଥର ପାଇଁ ୫୦ହଜାର ଟପିଥିବା ବେଳେ। ନିଫ୍ଟି ବି ୧୪ହଜାର ପାର କରିଛି। ସେନସେକ୍ସରେ ପ୍ରଥମ ଥର ପାଇଁ ବମ୍ୱେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ୫୦,୧୨୬.୭୩ରେ ପହଞ୍ଚିବାରେ ସଫଳ ହୋଇଥିବା ବେଳେ ନିଫ୍ଟି -୫୦ ମଧ୍ୟ ୧୪,୭୦୦ ଅତିକ୍ରମ କରିଛି। ବିଗତ ୧୦ ମାସରେ ସେନସେକ୍ସ ଦ୍ୱିଗୁଣିତ ହୋଇଥିବା ସୂଚନା ରହିଛି।

Leave A Reply

Your email address will not be published.