ପ୍ରଫେସର ସଞ୍ଜୟ କୁମାର ନାୟକ ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ।

ଭୁବନେଶ୍ବର (ଓଡିଶା ସମାଚାର ନ୍ୟୁଜ‌): ରେଭେନ୍ସା ବିଶ୍ବ ବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସଞ୍ଜୟ କୁମାର ନାୟକ ନିଯୁକ୍ତ ହୋଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସଞ୍ଜୟ ନାୟକଙ୍କୁ ୪ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ।

gpkandhamal
Umasankar Adv

ବର୍ତ୍ତମାନ ସେ ଚେନ୍ନାଇସ୍ଥିତ ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ପ୍ଲାଷ୍ଟିକ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି (CIPET)ର ଚିଫ୍ ଏକାଡେମିକ୍ ଅଫିସର ଅଛନ୍ତି । ତାଙ୍କର ୩୪ ବର୍ଷରୁ ଅଧିକ ଶିକ୍ଷାଦାନର ଅଭିଜ୍ଞତା ରହିଛି ଏବଂ ସେ ୩୫ଟି ବହି ଲେଖିସାରିଛନ୍ତି ।

Leave A Reply

Your email address will not be published.