୩ ସପ୍ତାହ ପାଇଁ ସମସ୍ତ ସାପ୍ତାହିକ ହାଟ ବନ୍ଦ

ଝାରସୁଗୁଡ଼ା ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ। ଆସନ୍ତା ୩ ସପ୍ତାହ ପାଇଁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି। ପନିପରିବା ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀ ଅନ୍ୟତ୍ର ବିକ୍ରି ବ୍ୟବସ୍ଥା ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Leave A Reply

Your email address will not be published.